ଅବକାରୀ ଅଧିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ  | News Room Odisha

ଅବକାରୀ ଅଧିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ 

ନବରଙ୍ଗପୁର – ଭିଜିଲାନ୍ସ ଜାଲରେ ଅବକାରୀ ଅଧିକ୍ଷକ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଅବକାରୀ ଅଧିକ୍ଷକଙ୍କ ଘରେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ। ଅବକାରୀ ଅଧିକ୍ଷକ ଗଙ୍ଗା ପାଇକରାୟଙ୍କ ନବରଙ୍ଗପୁର ଅବକାରୀ ଅଧିକ୍ଷକ ଗଙ୍ଗା ପାଇକରାଏଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ। ଜୟପୁର ସ୍ଥିତ ତାଙ୍କ ପୈତୃକ ବାସ ଭବନ ଓ ନବରଙ୍ଗପୁର ଡିଏସ ଥ୍ରୀ ସିନେମା ହଲ୍ ନିକଟ ଭଡ଼ାଘରେ ଚଢ଼ଉ କରିଛି ଭିଜିଲାନ୍ସ। ଭିଜିଲାନ୍ସ ଚଢ଼ାଉ ନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।