ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ତାରିଖ ଘୋଷଣା 

ଭୁବନେଶ୍ୱର – ଯୁକ୍ତ ଦୁଇ ଥିଓରୀ ପରୀକ୍ଷା ପୂର୍ବରୁ ପ୍ରାକ୍ଟିକାଲ ପରୀକ୍ଷା ତାରିଖ ଆଗ ଘୋଷଣା କରାଯାଇଛି।

ଜାନୁଆରୀ ୨ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଥିଓରୀ ପରୀକ୍ଷାର ତାରିଖ ପରେ ଘୋଷଣା ହେବ । ଥିଓରୀ ପରୀକ୍ଷା ଫେବ୍ରୁଆରୀ ମାସ ଦ୍ୱିତୀୟାର୍ଦ୍ଧରୁ ଆରମ୍ଭ ହେବା ସମ୍ଭାବନା ରହିଛି।

Comments are closed.