୨୦୨୪ ନିର୍ବାଚନ ଲଢ଼ିବେ ନାହଁ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର – ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ୨୦୨୪ ନିର୍ବାଚନ ଲଢ଼ିବେ ନାହିଁ । ଏ ନେଇ ସୂଚନା ଦେଇଛନ୍ତି ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର । ବିଜେଡିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ପରେ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର । ନିଜେ ୫-ଟି ଅଧ୍ୟକ୍ଷ ନିର୍ବାଚନ ନ ଲଢିବା ନେଇ ସ୍ପଷ୍ଟ କରିଥିବା ଦେବୀ ମିଶ୍ର କହିଛନ୍ତି।

Comments are closed.