କେନ୍ଦୁଝରରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ | News Room Odisha

କେନ୍ଦୁଝରରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କେନ୍ଦୁଝର – କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ । କେନ୍ଦୁଝର ୪୯ ନମ୍ବର ଜାତୀୟ ରାଜପଥ ନିକଟ ଜୋଡିଆଘାଟିରୁ କୋଟିଏ ଟଙ୍କାର ବ୍ରାଉନସୁଗାର କ୍ରାଇମବ୍ରାଞ୍ଚ ଏସଟିଏଫ ହାତରେ ଲାଗିଛି। ରାଜେନ୍ଦ୍ର କୁମାର ମାଝୀ ନାମକ ଜଣେ ବ୍ୟକ୍ତିଙ୍କଠାରୁ ଏକ କିଲୋ ୮୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ମାଝୀଙ୍କୁ ଗିରଫ କରାଯାଇଛି।