ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ଆଉ ୬ ମାସ ବୃଦ୍ଧି 

ଭୁବନେଶ୍ୱର – ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳକୁ ଆଉ ୬ ମାସ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୨୦୨୪ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ଗତ ମାର୍ଚ୍ଚ ମାସ ୧ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଥିଲେ ପ୍ରଦୀପ। ଚଳିତ ମାସ ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ସରୁଥିଲା। ଏହାପୂର୍ବରୁ ଆଉ ୬ ମାସ ବୃଦ୍ଧି କରାଯାଇଛି ତାଙ୍କ କାର୍ଯ୍ୟକାଳ।

Comments are closed.