ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆଜିଠାରୁ ୯ ଦିନ ଯାଏଁ ଭିତରକନିକା ବନ୍ଦ | News Room Odisha

ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆଜିଠାରୁ ୯ ଦିନ ଯାଏଁ ଭିତରକନିକା ବନ୍ଦ

କେନ୍ଦ୍ରାପଡା – ଆଜିଠାରୁ ବନ୍ଦ ରହିବ ଭିତରକନିକା । ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ୧୩ ତାରିଖ ଯାଏଁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ନାହିଁ ଭିତରକନିକା ଅଭୟାରଣ୍ୟ । ୫ଟି ରେଞ୍ଜରେ ବଉଳା କୁମ୍ଭୀର ଓ ପକ୍ଷୀ ଗଣନା କରାଯିବ । ଏ ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି।