ଜଗତସିଂହପୁର ଜିଲ୍ଲା ପାଇଁ ବିଜେଡିର ପର୍ଯ୍ୟବେକ୍ଷକ ଓ ସହ ପର୍ଯ୍ୟବେକ୍ଷକ ନିଯୁକ୍ତ  | News Room Odisha

ଜଗତସିଂହପୁର ଜିଲ୍ଲା ପାଇଁ ବିଜେଡିର ପର୍ଯ୍ୟବେକ୍ଷକ ଓ ସହ ପର୍ଯ୍ୟବେକ୍ଷକ ନିଯୁକ୍ତ 

ଭୁବନେଶ୍ବର – ଜଗତସିଂହପୁର ଜିଲ୍ଲା ବିଜେଡି ପାଇଁ ସହ ପର୍ଯ୍ୟବେକ୍ଷକ ଓ ଜଗତସିଂହପୁର ନିର୍ବାଚନ ମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି।‌ ଗିରୀଶ ଚନ୍ଦ୍ର ଦାସଙ୍କୁ ଜିଲ୍ଲା ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଥିବା ବେଳ ମୀନକେତନ ଅମାତଙ୍କୁ ବାଲିକୁଦା, ମନୋଜ ନାୟକଙ୍କୁ ଜଗତସିଂହପୁର ଦାୟିତ୍ୱ ଦେଇଛି ବିଜେଡି। ସେହପରି ସୋଲାର ମିଶ୍ର ତିର୍ତ୍ତୋଲ ଓ ସନ୍ତୋଷ ବେଜଙ୍କୁ ପାରାଦୀପ ପର୍ଯ୍ୟବେକ୍ଷକ ଦିଆଯାଇଛି। ଏ ନେଇ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି।