କାଲି ସାଧାରଣତନ୍ତ୍ର ଦିବସରେ ରାଜ୍ୟରେ ବନ୍ଦ ରହିବ ପେଟ୍ରୋଲ ପମ୍ପ | News Room Odisha

କାଲି ସାଧାରଣତନ୍ତ୍ର ଦିବସରେ ରାଜ୍ୟରେ ବନ୍ଦ ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର – ଆସନ୍ତାକାଲି ସାଧାରଣତଃ ଦିବସ ପାଇଁ ବନ୍ଦ ରହିବ ରାଜ୍ୟର ପେଟ୍ରୋଲ ପମ୍ପ। କେବଳ ଜରୁରୀ ସେବା ପାଇଁ ପ୍ରତି ଜିଲ୍ଲାରେ କିଛି ପେଟ୍ରୋଲ ପମ୍ପ ଖୋଲିବ । ଏହି ସୂଚନା ଦେଇଛନ୍ତି ।

ପେଟ୍ରୋଲିୟମ୍ ଡିଲର୍ସ ଆସୋସିଏସନ ସଭାପତି ଶଶାଙ୍କ ସାହୁ । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ସହ ଆଲୋଚନା ପରେ ପେଟ୍ରୋଲିୟମ ଡିଲର୍ସ ଆସୋସିଏସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।