ଆଜି ୨୧ଟି ବସଷ୍ଟାଣ୍ଡର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ | News Room Odisha

ଆଜି ୨୧ଟି ବସଷ୍ଟାଣ୍ଡର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲ୍ଲାରେ ୨୦ଟି ନୂଆ ବସଷ୍ଟାଣ୍ଡକୁ ଉଦଘାଟନ କରିବେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ନବନିର୍ମିତ ବସଷ୍ଟାଣ୍ଡଗୁଡିକରେ ଯାତ୍ରୀ, ବସ୍ କର୍ମଚାରୀଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ କରାଯାଇଛି। ଏସବୁ ବସଷ୍ଟାଣ୍ଡ ଦ୍ବାରା କୋଟିଏରୁ ଅଧିକ ଲୋକ ଉପକୃତ ହେବେ । ପୂର୍ବରୁ ଗତବର୍ଷ ଅଗଷ୍ଟ ମାସରେ ‘ଆମ ବସଷ୍ଟାଣ୍ଡ’ରେ ୨୧ଟି ନୂଆ ବସଷ୍ଟାଣ୍ଡର ଲୋକାର୍ପଣ କରିଥିଲେ ମୁଖ୍ଯମନ୍ତ୍ରୀ।