କ୍ୟାବିନେଟ ବୈଠକ: ରାଜ୍ୟର ପ୍ରତି ପଞ୍ଚାୟତରେ ରହିବେ ଆକାଉଣ୍ଟାଣ୍ଟ ଡାଟା ଏଣ୍ଟ୍ରି ଅପରେଟର

ଭୁବନେଶ୍ୱର – ରାଜ୍ୟର ପ୍ରତି ପଞ୍ଚାୟତରେ ଆକାଉଣ୍ଟାଣ୍ଟ ଡାଟାଏଣ୍ଟ୍ରି ଅପରେଟର ରହିବେ । ଏଥିପାଇଁ ମୋଟ ୭୧୪୨ଟି ଡାଟାଏଣ୍ଟ୍ରି ପଦବୀ ସୃଷ୍ଟି ପ୍ରସ୍ତାବକୁ କ୍ୟାବିନେଟ ମଂଜୁରୀ ମିଳିଛି। ମୋଟ ପଦବୀରୁ ୭୦ ପ୍ରତିଶତ ଓଏସଏସସି ଦ୍ୱାରା ମନୋନୀତ କରାଯିବ । ବାକି ୩୦ ପ୍ରତିଶତ ଗ୍ରାମ ରୋଜଗାର ସେବକଙ୍କୁ ମଧ୍ୟରୁ ମନୋନୟନ ହେବେ ।

Comments are closed.