॥ ବାଲ କାଣ୍ଡ ॥
ଭରତ ସରିସ ପ୍ରିୟ କୌ ଜଗ ମାହୀଂ । ହିଁ ସଗୁନ ଫଲୁ ଦୂସର ନାହୀଂ ॥ ରାମହି ବଂଧୁ ସୋଚ ଦିନ ରାତୀ । ଅଂଡହ୍ନି କମଠ ହୃଦୟ ଜେହିଂ ଭାଁତୀ ॥
ଭାବାର୍ଥ :- ପ୍ରଭୁ ଶ୍ରୀରାମ ମାତା ସୀତାଙ୍କୁ କହିଲେ, ଭାଇ ଭରତଙ୍କ ପରି ଆମକୁ ଆଉ କେହି ଏ ସାରା ଦୁନିଆରେ ପ୍ରିୟ ନୁହନ୍ତି ! ଶ୍ରୀରାମଚନ୍ଦ୍ରଙ୍କର ମନରେ ଭାଇ ଭରତଙ୍କୁ ମନେ ପକାଇ ଦିନରାତି ଏପରି ଭାବୁଥିଲେ ଯେପରି ମାଁ କଇଁଛର ମନ ଧ୍ୟାନ ସବୁବେଳେ ନିଜେ ବାଲିରେ ଦେଇଥିବା ତା’ର ଅଣ୍ଡା ଗୁଡିକ ଉପରେ ଥାଏ ।