ଭଗବାନ ଶ୍ରୀକୃଷ୍ଣ ଗୀତା ରେ ଅର୍ଜୁନଙ୍କୁ ନିଜର ଶ୍ରଦ୍ଧା ସମ୍ବନ୍ଧରେ କହିଛନ୍ତି-
ଯୋ ଯୋ ଯାଂ ଯାଂ ତନୁଂ ଭକ୍ତଃ ଶ୍ରଦ୍ଧୟାର୍ଚିତୁମିଚ୍ଛତି । ତସ୍ୟ ତସ୍ୟାଚଳାଂ ଶ୍ରଦ୍ଧାଂ ତାମେବ ବିଦଧାମ୍ୟହମ୍।
ଜଣେ ଭକ୍ତ, ବିଶ୍ୱାସର ସହିତ ଯେଉଁ ଦେବତାଙ୍କର ଭକ୍ତି କରିବାକୁ ଇଚ୍ଛା କରିଥାଆନ୍ତି, ମୁଁ ସେହି ଭକ୍ତଙ୍କର ବିଶ୍ୱାସ ସେହି ଦେବତାଙ୍କଠାରେ ସୁଦୃଢ଼ କରିଥାଏ ।