ଗୀତା ଉପଦେଶ : ସମସ୍ତ ବ୍ୟକ୍ତିଙ୍କ ପ୍ରତ୍ୟେକ ଇନ୍ଦ୍ରିୟ ନିଜ ମନ ଦ୍ୱାରା ନିୟନ୍ତ୍ରିତ ହୋଇଥାଏ | News Room Odisha

ଗୀତା ଉପଦେଶ : ସମସ୍ତ ବ୍ୟକ୍ତିଙ୍କ ପ୍ରତ୍ୟେକ ଇନ୍ଦ୍ରିୟ ନିଜ ମନ ଦ୍ୱାରା ନିୟନ୍ତ୍ରିତ ହୋଇଥାଏ

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଧ୍ୟାନ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ସଂକଳ୍ପପ୍ରଭବାନ୍‌କାମାଂସ୍ତ୍ୟକ୍ତ୍ୱା ସର୍ବାନଶେଷତଃ ।
ମନସୈବେନ୍ଦ୍ରିୟଗ୍ରାମଂ ବିନିୟମ୍ୟ ସମନ୍ତତଃ ।ା୨୪।।

ଅର୍ଥାତ:- ସଂସାରର ଚିନ୍ତନରେ ଜାତ ସମସ୍ତ କାମନାକୁ ସମ୍ପୂର୍ଣ୍ଣରୂପେ ତ୍ୟାଗ କରି, ବ୍ୟକ୍ତି ମନ ଦ୍ୱାରା ନିଜର ସମସ୍ତ ଇନ୍ଦ୍ରିୟକୁ ସର୍ବତୋ ଭାବରେ ନିୟନ୍ତ୍ରିତ କରିବା ଉଚିତ ।