କ୍ୟାବିନେଟ ବୈଠକରେ ୮ଟି ପ୍ରସ୍ତାବକୁ ମଞ୍ଜୁରୀ, ନିୟମିତ ହେବେ ୫୦୪ ଠିକା ଅଙ୍ଗନବାଡ଼ି ସୁପରଭାଇଜର 

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ୮ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ୬ ପାରା ମେଡିକାଲ କ୍ୟାଡର ରୁଲର ପରିବର୍ତ୍ତନ । ନର୍ସିଂ ଅଫିସର ଓ ଲ୍ୟାବ୍ ଟେକ୍ନିସିଆନଙ୍କ ପଦୋନ୍ନତି ପ୍ରସ୍ତାବକୁ ଅନୁମୋଦନ କରିଛି କ୍ୟାବିନେଟ। ୫୦୪ ଠିକା ଅଙ୍ଗନବାଡ଼ି ସୁପରଭାଇଜରଙ୍କୁ ନିୟମିତ କରିବା ପାଇଁ ନିଷ୍ପତ୍ତି ହୋଇଛି। ଗାଁ ଓ ଆଦିବାସୀ ଅଞ୍ଚଳର ଶିକ୍ଷିତ ମହିଳାମାନେ କାମ କରିବେ ।

ରାଜ୍ୟ ଜଳ ଓ ସୂଚନା ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା ପାଇଁ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି।

Comments are closed.