ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ଯୋଗୀର ଲକ୍ଷଣ ବିଷୟରେ କହୁଛନ୍ତି :
ଯୋଗୀ ଯୁଞ୍ଜୀତ ସତତମାତ୍ମାନଂ ରହସି ସ୍ଥିତଃ। ଏକାକୀ ଯତଚିତ୍ତାତ୍ମା ନିରାଶୀରପରିଗ୍ରହଃ।*
ଅର୍ଥାତ ଯୋଗ ପ୍ରାପ୍ତ କରିବା ପାଇଁ ଇଚ୍ଛୁକ ବ୍ୟକ୍ତି, ମନ ଓ ଶରୀରକୁ ବଶ କରି, କାମନା ରହିତ ଭାବରେ ଭୋଗ୍ୟ ବସ୍ତୁସଂଗ୍ରହର ଲାଳସା ତ୍ୟାଗ କରି, ଏକାନ୍ତରେ ବାସ କରି, ନିରନ୍ତର ଭଗବାନଙ୍କର ଧ୍ୟାନ କରିବା ଉଚିତ।