ପବିତ୍ର ଶ୍ରୀରାମ ନବମୀରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ପାଳନ କରାଯାଉଛି ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମ ନବମୀ । ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମର୍ଯ୍ୟାଦା ପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରୁ ପ୍ରତ୍ଯେକଟି ଜୀବନ ମଙ୍ଗଳମୟ ହେଉ ବୋଲି ନିଜ ବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.