ଗୀତା ଉପଦେଶ: ନିଜର ସମସ୍ତ ବୁଦ୍ଧି ଭଗବାନଙ୍କ ଠାରେ ସ୍ଥିର ହୋଇଯିବା ହିଁ କର୍ମ ସନ୍ୟାସ ଯୋଗ ଅଟେ | News Room Odisha

ଗୀତା ଉପଦେଶ: ନିଜର ସମସ୍ତ ବୁଦ୍ଧି ଭଗବାନଙ୍କ ଠାରେ ସ୍ଥିର ହୋଇଯିବା ହିଁ କର୍ମ ସନ୍ୟାସ ଯୋଗ ଅଟେ

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠ ଅଧ୍ୟାୟରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ନ ପ୍ରହୃଷ୍ୟେତ୍‌ପ୍ରିୟଂ ପ୍ରାପ୍ୟ ନୋଦ୍ୱିଜେତ୍‌ପ୍ରାପ୍ୟ ଚାପ୍ରିୟମ୍।ସ୍ଥିରବୁଦ୍ଧିରସମ୍ମୂଢ଼ୋ ବ୍ରହ୍ମବିଦ୍ ବ୍ରହ୍ମଣି ସ୍ଥିତଃ।

ଅର୍ଥାତ: ଭଗବାନଙ୍କ ଠାରେ ସ୍ଥିତ ରହି, ଯେଉଁ ମାନଙ୍କ ର ବୁଦ୍ଧି ସ୍ଥିର ଏବଂ ମୋହଶୂନ୍ୟ ହୋଇ ଯାଇଥାଏ, ସେମାନେ ସୁଖରେ ଉତ୍‌ଫୁଲ୍ଲିତ ହୁଅନ୍ତି ନାହିଁ କିମ୍ବା ଦୁଃଖରେ ଉଦ୍‌ବେଗଗ୍ରସ୍ତ ହୁଅନ୍ତିନାହିଁ ।