ଦଳମତ ନିର୍ବିଶେଷରେ ସମସ୍ତ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର – ବିଧାନସଭା ନିର୍ବାଚନ ଫଳାଫଳ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ ନବୀନ ସମସ୍ତ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିର୍ବାଚନରେ ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର ଉଦ୍ୟମ ଓ ତ୍ୟାଗ ପ୍ରତି ସମ୍ମାନ ଧନ୍ୟବାଦ ଜଣାଇଛନ୍ତି ବିଜେଡି ସୁପ୍ରିମୋ।

Comments are closed.