ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଶ୍ରଦ୍ଧାତ୍ରୟ ବିଭାଗ ଯୋଗରେ କହୁଛନ୍ତି ….

ଇନ୍ଦ୍ରିୟାଣି ମନୋ ବୁଦ୍ଧିରସ୍ୟାଧିଷ୍ଠାନମୁଚ୍ୟତେ ।ଏତୈର୍ବିମୋହୟତ୍ୟେଷ ଜ୍ଞାନମାବୃତ୍ୟ ଦେହିନମ୍ ।। ୪୦ ।।

ଅର୍ଥାତ: ଇନ୍ଦ୍ରିୟ, ମନ ଓ ବୁଦ୍ଧିକୁୁ କାମନାର ପ୍ରଜଜନ ଭୂମି ରୂପେ ଆଖ୍ୟାୟିତ କରାଯାଇ ଥାଏ । ସେମାନଙ୍କ ମାଧ୍ୟମରେ ସେ ଜ୍ଞାନକୁ ଆବୃତ କରି, ଶରୀରସ୍ଥ ଆତ୍ମାକୁ ଭ୍ରମିତ କରିଥାଏ ।

ତେଣୁ ହେ ଭରତ ଶ୍ରେଷ୍ଠ ! ସର୍ବ ପ୍ରଥମେ ତୁମେ ଇନ୍ଦ୍ରିୟମାନଙ୍କୁ ନିଜର ନିୟନ୍ତ୍ରଣାଧୀନ କରି କାମନା ରୂପୀ ଶତ୍ରୁକୁ ନାଶ କର, କାରଣ ତାହା ପାପର ପ୍ରତୀକ ଅଟେ ଏବଂ ଜ୍ଞାନ ଓ ବୁଦ୍ଧିକୁ ନଷ୍ଟ କରିଦେଇଥାଏ ।

Comments are closed.