ଆଦିତ୍ୟ ମହାପାତ୍ର ନବୀନଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ | News Room Odisha

ଆଦିତ୍ୟ ମହାପାତ୍ର ନବୀନଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ

ଭୁବନେଶ୍ବର- ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ ହୋଇଛନ୍ତି ଆଦିତ୍ୟ ମହାପାତ୍ର। ପୂର୍ବରୁ ନବୀନ ପଟ୍ଟନାୟକଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ଏବେ ସେ ତାଙ୍କର ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି।