ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ବର୍ଣାଶ୍ରମ ବିଷୟରେ ବୁଝାଇବାକୁ ଯାଇ କହିଛନ୍ତି –
ଶୌର୍ଯ୍ୟଂ ତେଜୋ ଧୃତିର୍ଦାକ୍ଷ୍ୟଂ ଯୁଦ୍ଧେ ଚାପ୍ୟପଳାୟନମ୍ ।
ଦାନମୀଶ୍ୱରଭାବଶ୍ଚ କ୍ଷାତ୍ରଂ କର୍ମ ସ୍ୱଭାବଜମ୍।
ଅର୍ଥାତ ବୀରତ୍ୱ, ବଳବାନ, ଦୃଢ଼ମନା, ଅସ୍ତ୍ରବିଦ୍ୟାରେ ନିପୁଣ, ଯୁଦ୍ଧକ୍ଷେତ୍ରରୁ ପଳାୟନ ନ କରିବାକୁ ସଂକଳ୍ପବଦ୍ଧ; ଦାନ ପାଇଁ ଉଦାର ହୃଦୟ, ନେତୃତ୍ୱର କ୍ଷମତା, ଏହି ସବୁ କ୍ଷତ୍ରିୟମାନଙ୍କର ସ୍ୱାଭାବିକ ଗୁଣ ଅଟେ।
Comments are closed.