ଭିଜିଲାନ୍ସ ହାତରେ ଧରାପଡିଲେ ଲାଞ୍ଚୁଆ ପିଇଓ | News Room Odisha

ଭିଜିଲାନ୍ସ ହାତରେ ଧରାପଡିଲେ ଲାଞ୍ଚୁଆ ପିଇଓ

ଭୁବନେଶ୍ୱର – ଭିଜିଲାନ୍ସ ଜାଲରେ ପଡ଼ିଲେ ଲାଞ୍ଚୁଆ ପିଇଓ । କଳାହାଣ୍ଡି ଜିଲ୍ଲା ଥୁ. ରାମପୁର ବ୍ଲକ କାଣୀଗୁମ୍ମା ପଞ୍ଚାୟତର ପିଇଓ ସନ୍ୟାସୀ ନାୟକଙ୍କୁ ଧରିଛି ଭିଜିଲାନ୍ସ। କାଗଜପତ୍ର କାଗଜପତ୍ର କାମ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ସନ୍ୟାସୀ ନାୟକ ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।