‘ରାଜ୍ୟରେ ଠିକ୍ ସମୟରେ ହେବ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର – ପଂଚାୟତ ନିର୍ବାଚନ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ସେ କହିଛନ୍ତି ଯେ, ରାଜ୍ୟରେ ଠିକ୍ ସମୟରେ ପଂଚାୟତ ନିର୍ବାଚନ ହେବ । ପଂଚାୟତ ସୀମା ପୁନଃନିର୍ଦ୍ଧାରଣ କାମ ସରିଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି । ଏ ନେଇ ଖୁବ୍ ଶୀଘ୍ର ନିର୍ବାଚନ କମିଶନଙ୍କୁ ରିପୋର୍ଟ ଦିଆଯିବ । ପୌର ନିର୍ବାଚନ ପାଇଁ ମଧ୍ୟ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସେ କହିଛନ୍ତିା

Comments are closed.