Odia | News Room Odisha

Odia

Odia ଓଡ଼ିଶା ଖେଳ ଦେଶ ପଶ୍ଚିମ ଓଡିଶା ବିଦେଶ ମନୋରଞ୍ଜନ ସଂସ୍କୃତି ଓ ପରମ୍ପରା

ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ…
Read More...

ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା…

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ 'ନ୍ୟାୟ ସଂହିତା ପ୍ରଦର୍ଶନୀ'ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ…
Read More...

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱରର: ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର…
Read More...

ଖୁବ୍ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି-ମଣତି

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…
Read More...

ନୂଆପଡା ଉପନିର୍ବାଚନ: ୧୯ ଜଣ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ ପତ୍ର 

ନୂଆପଡା/ଭୁବନେଶ୍ୱର: ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ…
Read More...

ଆଇନଜୀବୀ ପୀତବାସ ପଣ୍ଡାଙ୍କ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: ଗତ କାଲି ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି…
Read More...

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ,…
Read More...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା…
Read More...

ଦୃଷ୍ଟିହୀନଙ୍କ ପାଇଁ ଜୀବନ ବ୍ୟାପି ସାଧନାକୁ ସମ୍ମାନ: ଶିକ୍ଷାବିତ୍…

ଭୁବନେଶ୍ବର: ମୂକଂ କରୋତି ବାଚାଳଂ ପଙ୍ଗୁଂ ଲଙ୍ଘୟତେ ଗିରିମ୍, ଯତ୍ କୃପା ତମହଂ ବନ୍ଦେ ପରମାନନ୍ଦ ମାଧବଂ l ସଂସ୍କୃତର ଏହି ଶ୍ଲୋକର ମହତ୍ତ୍ୱକୁ ପ୍ରତିପାଦନ କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି…
Read More...

ଛୁଟିରେ ଗଲେ ସାରା ରାଜ୍ୟର ଓଏଏସ ଓ ଓଆରଏସ ଅଧିକାରୀ, ପ୍ରଶାସନିକ…

ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଘୋଷାଡି ଘୋଷାଡି ଆକ୍ରମଣ ଘଟଣାର ପ୍ରତିବାଦରେ ଗତକାଲି ସୁଦ୍ଧା ରାଜ୍ୟର ୧୬ ଟି ଜିଲ୍ଲାର ଓଏଏସ ସଂଘ ଛୁଟିରେ ଯାଇଥିଲେ।…
Read More...

ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ; ସୁରକ୍ଷା ପାଇଁ ୩ ସୂତ୍ରୀ…

ଭୁବନେଶ୍ୱର: ଆଜି ପୁରୀ ସ୍ୱତନ୍ତ୍ର ସର୍କିଟ ହାଉସ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସୁରକ୍ଷା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।…
Read More...

ନକଲି ୱେବସାଇଟ ବିରୋଧରେ କ୍ରାଇମବ୍ରାଞ୍ଚର ଦୃଢ କାର୍ଯ୍ୟାନୁଷ୍ଠାନ, ୨୩…

ଭୁବନେଶ୍ବର: ରାଜ୍ୟ କ୍ରାଇମ୍ ବ୍ରାଞ୍ଚ, ଓଡିଶାର ସୋସିଆଲ ମିଡିଆ ଟିମ୍ ନକଲି ୱେବସାଇଟ୍ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅଦ୍ୟାବଧି କ୍ରାଇମବ୍ରାଞ୍ଚର ସାଇବର କ୍ରାଇମ୍ ୟୁନିଟ୍…
Read More...

ପୁରୀ ରଥଯାତ୍ରାରେ ପୁଣି ଅଘଟଣ, ଦଳାଚକଟାରେ ୩ ମୃତ, ବହୁ ଆହତ

ପୁରୀ: ପୁରୀ ରଥଯାତ୍ରାରେ ପୁଣି ଅଘଟଣ। ବିଳମ୍ବିତ ରାତିରେ ରଥ ସମ୍ମୁଖରେ ଦଳାଚକଟା ଯୋଗୁଁ ୩ ଭକ୍ତଙ୍କ ମୃତ୍ଯୁ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଆହତ ହୋଇଥିବା ସୂଚନା ମିଳିଛି। ଦ୍ବିତୀୟାରେ…
Read More...

ସରକାରର ବର୍ଷପୂର୍ତ୍ତିରେ ନବୀନଙ୍କ ସମାଲୋଚନା: ବିଜ୍ଞାପନରେ ବିକାଶ…

ଭୁବନେଶ୍ବର: ଲମ୍ବା ଭାଷଣ ଓ ବଡ ବଡ ହୋର୍ଡିଂ ବିଜ୍ଞାପନରେ ବିକାଶ ହୁଏନି। ବିକାଶ ପାଇଁ ଆନ୍ତରିକତା ରହିବା କଥା, ଯାହାକି ବର୍ତ୍ତମାନ ସରକାର ପାଖରେ ନାହିଁ। ବିଜେପି ସରକାରକୁ ଆଜି ଏଭଳି ଶାଣିତ…
Read More...

ଓଜେଇଇ -୨୦୨୫ର ଫଳାଫଳ ପ୍ରକାଶିତ, କୃତୀ ଛାତ୍ର ଛାତ୍ରୀଙ୍କୁ ଅଭିନନ୍ଦନ…

ଭୁବନେଶ୍ୱର : ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE-2025) ର ଫଳାଫଳ ଆଜି ପ୍ରକାଶ ପାଇଛି। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, SCTEVT…
Read More...