ପ୍ରଧାନମନ୍ତ୍ରୀଙ୍କ ନୂଆଁଖାଇ ଶୁଭେଚ୍ଛା | News Room Odisha

ପ୍ରଧାନମନ୍ତ୍ରୀଙ୍କ ନୂଆଁଖାଇ ଶୁଭେଚ୍ଛା

ନୂଆଦିଲ୍ଲୀ: ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ତଥା ଗଣପର୍ବ ନୂଆଁଖାଇ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। କୃଷକଙ୍କ ଉଦ୍ୟମ ଏବଂ ରାଷ୍ଟ୍ର ନିର୍ମାଣରେ ସେମାନଙ୍କ ଭୂମିକାକୁ ମୋଦି ପ୍ରଶଂସା କରିଛନ୍ତି। ଏହି ଅବସରରେ ମୋଦି ଟ୍ୱିଟ କରି ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି ।

festival NuakhaiNarendra Modi