ପ୍ରତିଭା ରାୟ ପାଇଲେ ପଦ୍ମଭୂଷଣ, ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ

ନୂଆଦିଲ୍ଲୀ: ବିଶିଷ୍ଟ ସାହିତ୍ୟିକା ପ୍ରତିଭା ରାୟଙ୍କୁ ସମ୍ମାନଜନକ ‘ପଦ୍ମଭୂଷଣ’ ପୁରସ୍କାର ମିଳିଛି । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ୍ମ ସମ୍ମାନ ପ୍ରଦାନ କରିଛନ୍ତି । ସେହିପରି ଟୋକିଓ ପାରା ଅଲିମ୍ପିକ୍ସ ବ୍ୟାଡମିଣ୍ଟନରେ ଐତିହାସିକ ସ୍ବର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ପ୍ରମୋଦ ଭଗତଙ୍କୁ ‘ପଦ୍ମଶ୍ରୀ’ ସମ୍ମାନ ପ୍ରଦାନ କରାଯାଇଛି ।

Comments are closed.