Browsing Tag

10 Newborn Babies Killed

ମହାରାଷ୍ଟ୍ର ଭଣ୍ଡାରା ଜିଲ୍ଲା ହସ୍ପିଟାଲରେ ଅଗ୍ନିକାଣ୍ଡ, ୧୦ ନବଜାତ ଶିଶୁ ଜୀବନ୍ତ ଦଗ୍ଧ

ମୁମ୍ବାଇ – ମହାରାଷ୍ଟ୍ରର ଭଣ୍ଡାରା ଜିଲ୍ଲା ସରକାରୀ ହସ୍ପିଟାଲରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ହଠାତ୍ ନିଆଁ ଲାଗିଯାଇଥିଲା । ଏଥିରେ ୧୦ ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛି । ରାତି ପ୍ରାୟ ୨ଟାରେ ଏହି ଘଟଣା ଘଟିଥିଲା । ସର୍ଟସର୍କିଟ୍ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି ।…