Browsing Tag

Aam Aadmi Party

ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟି ଜାରି କଲା ପ୍ରଥମ ପ୍ରାର୍ଥୀ ତାଲିକା

ଚଣ୍ଡିଗଡ଼: ଆସନ୍ତାବର୍ଷ ହେବାକୁ ଥିବା ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟି(ଆପ୍) ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ପ୍ରଥମ ତାଲିକାରେ ୧୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ସୂଚନା ଅନୁଯାୟୀ ଦଳର ପ୍ରଥମ ତାଲିକାରେ କୌଣସି ନୂଆ ଚେହେରା ନାହାନ୍ତି। ପଞ୍ଜାବ…