ଆଦିବାସୀ ମେଳାରେ ଚମକିଲା କୋରାପୁଟ କଫି
ଭୁବନେଶ୍ୱର: ଦକ୍ଷିଣ ଭାରତର କେତେକ ରାଜ୍ୟ ବିଶେଷ କରି କେରଳ ଓ ତାମିଲନାଡୁରେ କଫି ଚାଷ ଲୋକଙ୍କ ରୋଜଗାରର ଏକ ପ୍ରଧାନ ମାଧ୍ୟମ ରୂପେ ଗଣାଯାଏ । ଏହି ଦୁଇ ରାଜ୍ୟର ବ୍ୟାପକ ଅଂଚଳରେ କଫି ଚାଷ କରାଯିବାର ଦୃଶ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରେ । ମାତ୍ର ଓଡ଼ିଶାର ବଣ ପାହାଡ ଘେରା ଆଦିବାସୀ ଅଧୁଷିତ…