Browsing Tag

AIIMS

ରାଜ୍ୟରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର- ରାଜ୍ୟରେ ଦ୍ୱିତୀୟ ଏମସ ପ୍ରତିଷ୍ଠା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ । ସୁନ୍ଦରଗଡରେ ରାଜ୍ୟରେ ଦ୍ୱିତୀୟ ଏମସ୍ ପ୍ରତିଷ୍ଠା କରିବାକୁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ବିହାର ଓ ଅନ୍ୟ ରାଜ୍ୟରେ ମଧ୍ୟ…