Browsing Tag

Andhra Pradesh

କୋଟିଆ ମାମଲା : ଆନ୍ଧ୍ର ସରକାରଙ୍କ ବିରୋଧରେ ଅଦାଲତ ଅବମାନନା ଆଣି ସୁପ୍ରିମକୋର୍ଟ ଗଲେ ରାଜ୍ୟ ସରକାର

କଟକ- କୋରାପୁଟ ଜିଲ୍ଲା ପଟାଙ୍ଗି ବ୍ଲକ କୋଟିଆ ଗ୍ରାମପୁଂଜର ୩ଟି ପଂଚାୟତରେ ଆନ୍ଧ୍ର ପ୍ରଦେଶ ସରକାର ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ କରିବାକୁ ବିରୋଧ କରି ଓଡିଶା ସରକାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି । ୧୯୬୮ ମସିହାରେ ସ୍ଥିତାବସ୍ଥା ପାଇଁ ନିଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ୨୦୦୬ରେ…