Browsing Tag

Anganwadi Centres

କୋଭିଡ୍ ନିୟମାବଳି ମଧ୍ୟରେ ଆଜିଠାରୁ ରାଜ୍ୟରେ ଖୋଲିଲା ଅଙ୍ଗନବାଡ଼ି କେନ୍ଦ୍ର

ଭୁବନେଶ୍ବର: ସ୍ଵତନ୍ତ୍ର ରିଲିଫ୍‌ କମିଶନରଙ୍କ ତରଫରୁ ଫେବୃଆରୀ ମାସ ପାଇଁ ଜାରି କରାଯାଇଥିବା କୋଭିଡ ଗାଇଡ୍‌ଲାଇନ ଆଧାରରେ ଆଜି ଦୀର୍ଘ ୧୦ମାସ ପରେ ଆବଦ୍ଧ ଅଞ୍ଚଳ ବ୍ୟତୀତ ରାଜ୍ୟର ସମସ୍ତ ଆଇସିଡିଏସ୍ ପ୍ରକଳ୍ପ ଅଧୀନରେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ଖୋଲାଯାଇଛି । ମହିଳା ଓ ଶିଶୁ ବିକାଶ ଓ…

ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ନେଇ ଜାନୁୟାରୀ ୩୧ ସୁଦ୍ଧା ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ - କଣ୍ଟେନମେଣ୍ଟ ଜୋନକୁ ଛାଡ଼ି ଦେଶର ଅନ୍ୟ ସବୁ ସ୍ଥାନରେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ନେଇ ଜାନୁୟାରୀ ୩୧ ସୁଦ୍ଧା ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ ବୁଧବାର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି । ଏଡାଛଡ଼ା ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅଧୀନରେ…