ପଛୁଆ ବର୍ଗଙ୍କୁ ନ୍ୟାୟ ପ୍ରଦାନ ଲଢେଇରେ ସାମିଲ ହେବାକୁ ବିଜେଡିର ଆହ୍ବାନ
* ଜାତିଭିତ୍ତିକ ଜନଗଣନା ଓ ୫୦ % ସଂରକ୍ଷଣ ସୀମା ଉଠାଇବା ଦାବି ଜୋରଦାର
* ନବୀନଙ୍କୁ ଅନୁସରଣ କରୁଛନ୍ତି ବିଭିନ୍ନ ରାଜ୍ୟର ନେତା ଓ ରାଜନୈତିକ ଦଳ
* ଓଡିଶାରେ ଏହି ଲଢେଇରେ ସାମିଲ ପାଇଁ ବିଜେପି ନେତାଙ୍କୁ ଆହ୍ବାନ
* ଦାବି ହାସଲ ପର୍ଯ୍ୟନ୍ତ ଲଢେଇ ଜାରି ରଖିବାକୁ ବିଜେଡିର ଘୋଷଣା…