Browsing Tag

Bande Utkala Janani

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ବର: ସାଢେ ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ।…