Browsing Tag

Barmunda Bus Stand

ନିର୍ମାଣାଧିନ ବରମୁଣ୍ଡା ବସ୍ ଟର୍ମିନାଲ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ୧୮ ମାସରେ ଶେଷ ହେବ କାମ, ଖର୍ଚ୍ଚ ହେବ ୧୮୦…

ଭୁବନେଶ୍ୱର- ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସ୍‌ଷ୍ଟାଣ୍ଡ । ରାଜ୍ୟର ବିଭିନ୍ନ ସ୍ଥାନକୁ ଏଠାରୁ ବସ୍‌ ଚଳାଚଳ କରିଥାଏ । ହଜାର ହଜାର ଯାତ୍ରୀ ମଧ୍ୟ ପ୍ରତିଦିନ ବିଭିନ୍ନ ସ୍ଥାନକୁ ବସ୍‌ଯୋଗେ ଯାଇଥାନ୍ତି । ତେଣୁ ଏହାକୁ ଅକ ଅତ୍ୟାଧୁନିକ ରୂପ ଦେବାପାଇଁ…