Browsing Tag

BMC Commissioner Sanjay Singh

‘ଜୱାଦ’ର ମୁକାବିଲା ପାଇଁ ବିଏମସିର ଆଗୁଆ ପ୍ରସ୍ତୁତି, ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କଲେ ବିଏମସି କମିଶନର

ଭୁବନେଶ୍ୱର- ବାତ୍ୟା ଜୱାଦର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି କରିଛି ଭୁବନେଶ୍ୱର ମହାନଗର ନିଗମ –ବିଏମସି । ବିଏମସି କମିଶନର ସଞ୍ଜୟ ସିଂହଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ହୋଇଛି । ବାତ୍ୟା ମୁକାବିଲା ନେଇ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ବିଏମସି କମିଶନର । ବିଏମସି…

ଭୁବନେଶ୍ୱରରେ ଶତ ପ୍ରତିଶତ କୋଭିଡ ଟିକାକରଣ ହୋଇଥିବା ନେଇ ବିଏମସିର ସୂଚନା

ଭୁବନେଶ୍ୱର- ଭୁବନେଶ୍ୱରରେ ଶତ ପ୍ରତିଶତ କୋଭିଡ ଟିକାକରଣ ହୋଇଛି । ବିଏମସି ଅତିରିକ୍ତ କମିଶନର ଲକ୍ଷ୍‌ମୀକାନ୍ତ ସେଠୀ ଏହି ସୂଚନା ଦେଇଛନ୍ତି। ଜୁଲାଇ ଶେଷ ସୁୁଦ୍ଧା ଟାର୍ଗେଟ ପୂରଣ ହୋଇଛି । ୨ଟି ଡୋଜ୍ ହିସାବରେ ୧୮ ଲକ୍ଷ ୧୪ ହଜାର ଡୋଜ୍ ଦେବାକୁ ଲକ୍ଷ୍ୟ ରହିଥିଲା । ଗତକାଲି ସୁଦ୍ଧା ୧୮ ଲକ୍ଷ…