Browsing Tag

British PM Johnson

ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନଙ୍କ ଭାରତ ଗସ୍ତ ବାତିଲ

ନୂଆଦିଲ୍ଲୀ - ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ନିଜ ଭାରତ ଗସ୍ତ ବାତିଲ କରିଦେଇଛନ୍ତି। ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ୍ ଚିହ୍ନଟ ହେବା ପରଠାରୁ ଜନସନଙ୍କ ଭାରତ ଗସ୍ତକୁ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଥିଲା । ଜନସନ ଜାନୁଆରୀ ୨୬ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗ…