Browsing Tag

BSKY Smart Health Card

ବିଏସକେୱାଇ ସ୍ମାର୍ଟ ସ୍ୱାସ୍ଥ୍ୟ ସେବାରେ ଖୋର୍ଦ୍ଧା ସାମିଲ, ଜିଲ୍ଲାବାସୀଙ୍କୁ ୯୮୬ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ…

ବେଗୁନିଆ – ବିଏସକେୱାଇ ସ୍ମାର୍ଟ ସ୍ୱାସ୍ଥ୍ୟ ସେବାରେ ସାମିଲ ହୋଇଛି ଖୋର୍ଦ୍ଧା ଜିଲ୍ଲା । ବେଗୁନିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଖୋର୍ଦ୍ଧା ଜିଲ୍ଲା ପାଇଁ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଦ୍ୱାରା ଜିଲ୍ଲାର ୪ ଲକ୍ଷ ପରିବାରର ୧୬ ଲକ୍ଷ…

କଟକ ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲାବାସୀଙ୍କୁ ୧୫୬୭ କୋଟିର ପ୍ରକଳ୍ପ…

କଟକ- କଟକ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ସ୍ମାର୍ଟକାର୍ଡର ସୁବିଧା ପାଇବେ । ଏଥିସହ ଜିଲ୍ଲାବାସୀଙ୍କୁ ୧ ହଜାର ୫୬୭ କୋଟିଟଙ୍କାର ଶତାଧିକ…

ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବଂଟନ ସହ ବିକାଶର ପେଡି ଭେଟିଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ଆଜି କଟକ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ବଂଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଜିଲ୍ଲାବାସୀଙ୍କୁ ବିଭିନ୍ନ ପ୍ରକଳ୍ପ ଭେଟିଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଆଜି ସକାଳ ୧୦ଟା ୪୫ ମିନିଟରେ ବାଲିଯାତ୍ରା…

ଗଞ୍ଜାମରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କଲେ ନବୀନ, କହିଲେ ୨୦୨୩ ସୁଦ୍ଧା ଶେଷ ହେବ ତାରାତାରିଣୀ ପୀଠର…

ହିଞ୍ଜିଳି- ଗଞ୍ଜାମ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ସ୍ମାର୍ଟ ହେଲଥ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ନବୀନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ…

ଗଞ୍ଜାମ ଜିଲ୍ଲା ଗସ୍ତ ନେଇ ବହୁତ ଉତ୍ସାହିତ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବହୁ ପ୍ରତିକ୍ଷୀତ ଗଞ୍ଜାମ ଜିଲ୍ଲାକୁ ଆଜି ଦିନିକିଆ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ । ଗସ୍ତକୁ ନେଇ ସେ ଖୁବ୍ ଉତ୍ସାହିତ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି । ଗଞ୍ଜାମବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା…

ଆଜି ଗଞ୍ଜାମ ଆସୁଛନ୍ତି ମୁଖ୍ୟମନ୍ତ୍ରୀ: ଭେଟିଦେବେ ୨୨୮୧ କୋଟି ଟଙ୍କାର ୧୨୯୯ ପ୍ରକଳ୍ପ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାବାସୀ, ନିଜ ନିର୍ବାଚନମଣ୍ଡଳୀର ଜନସାଧାରଣ, ଦଳୀୟ ନେତା ଓ କର୍ମୀଙ୍କ ସମେତ ସାଧାରଣ ଲୋକଙ୍କ ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିବ ଯେତେବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତ ଆରମ୍ଭ କରିବେ। ୨୦୧୯ ସାଧାରଣ ନିର୍ବାଚନ ପରେ କରୋନା ମହାମାରୀଜନିତ ବିକଟ…