Browsing Tag

BSKY Smart Health Card

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା କନ୍ଧମାଳ ଜିଲ୍ଲା

କନ୍ଧମାଳର ୬.୫୦ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା ଚିକିତ୍ସା ସୁବିଧା ଏବେ ସମସ୍ତଙ୍କ ହାତ ପାଆନ୍ତାରେ, ସଫଳ କରିଛି ସ୍ମାର୍ଟ ହେଲ୍‌ଥ କାର୍ଡ - ମୁଖ୍ୟମନ୍ତ୍ରୀ କନ୍ଧମାଳରେ ୫୦୦ କୋଟିର ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ କାମ ଠିକ୍‌ ସମୟରେ ଶେଷ କରିବାକୁ ନିର୍ଦ୍ଦେଶ…

ଆଜି ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ: ବିଏସ୍‌ୱାଇ ସ୍ମାର୍ଟ କାର୍ଡ ବିତରଣ ଆରମ୍ଭ କରିବେ

ଫୁଲବାଣୀ: ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଦିବାସୀବହୁଳ, ପାହାଡ଼ ଓ ଜଙ୍ଗଲରେ ଭରା ଅନେକ ଦୁର୍ଗମ ଅଞ୍ଚଳ ଥିବା ଏହି ଜିଲ୍ଲାର ବାସିନ୍ଦା ଯେଭଳି ସହଜରେ ସୁଲଭ ଓ ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇପାରିବେ ସେଥିପାଇଁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଭେଟିଦେବେ…

ଅନୁଗୁଳ ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧୧୭୬ କୋଟିର ପ୍ରକଳ୍ପ ଭେଟି

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଏସକେୱାଇ ଯୋଜନାରେ ଅନୁଗୁଳ ଜିଲ୍ଲାର ମୋଟ ୯ ଲକ୍ଷ ହିତାଧିକାରୀ ଉପକୃତ ହେବେ । ଜିଲ୍ଲାରେ ହେଲ୍‌ଥ କରିଡର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟ୍ୟମନ୍ତ୍ରୀ ।…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା କେନ୍ଦୁଝର ଜିଲ୍ଲା

ଜିଲ୍ଲାର ୪ ଲକ୍ଷ ୨୦ ହଜାର ପରିବାର ପାଇବେ ସ୍ମାର୍ଟ କାର୍ଡର ସୁବିଧା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ଯୋଜନା ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସାରା ଦେଶକୁ ବାଟ ଦେଖାଇଛି କେନ୍ଦୁଝର ଜିଲ୍ଲାର ସବୁ ପରିବାରକୁ ୨୦୨୨ ଡିସେମ୍ବର ସୁଦ୍ଧା ପାଇପ ପାଣି ସୁବିଧା ଯୋଗାଇ ଦିଆଯିବ –…