ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନାରେ ସାମିଲ ହେଲା ଝାରସୁଗୁଡା ଜିଲ୍ଲା
ଜିଲ୍ଲାର ୧ ଲକ୍ଷ ୧୫ ହଜାର ପାଇବେ ସ୍ମାର୍ଟ କାର୍ଡର ସୁବିଧା
ହୀରାକୁଦ ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ
୨୦୦୦ ବିସ୍ଥାପିତଙ୍କୁ ଘରଡିହ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
୨୦୨୨ ଜୁନ୍ ସୁଦ୍ଧା ଜିଲ୍ଲାର ୧.୨୨ ଲକ୍ଷ ପରିବାରକୁ ପାଇପ ପାଣିର ସୁବିଧା…