Browsing Tag

Bus Accident

ଟ୍ରକ୍‌କୁ ପିଟିଲା ବସ୍‌, ୧୦ ମୃତ

ନୂଆଦିଲ୍ଲୀ – ଆଜି ଭୋର୍‌ରେ ମୋରାଦାବାଦ-ଆଗ୍ରା ଜାତୀୟ ରାଜପଥରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା ହେବା ଯୋଗୁଁ ୧୦ ଜଣ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ଘନ କୁହୁଡ଼ି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଇଛି ।…