Browsing Tag

By-elections

ବିଧାନସଭା ଉପନିର୍ବାଚନ ପାଇଁ ବିଜେଡି ଓ ବିଜେପିର ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି

ଭୁବନେଶ୍ୱର- ବାଲେଶ୍ୱର ସଦର ଓ ତିର୍ତୋଲ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ବିଜେଡି ଓ ବିଜେପି ପକ୍ଷରୁ ୩୦ ଜଣ ଲେଖାଏଁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି । ବିଜେଡି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଅନନ୍ତ ଦାସ, ସୌମ୍ୟରଂଜନ ପଟ୍ଟନାୟକ, ଦେବୀ…