Browsing Tag

Chief Minister Naveen Patnaik

ପ୍ରଫେଟ ମହମ୍ମଦଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର - ଆଜି ହେଉଛି ମହାପୁରୁଷ ମହମ୍ମଦଙ୍କ ପବିତ୍ର ଜୟନ୍ତୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏଥିସହ କୋଭିଡ ନିୟମର କଡା ଅନୁପାଳନ କରି ପର୍ବରେ ସାମିଲ ହେବା ପାଇଁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

୨୨ରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏଥିସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ…

ଗଡଜାତ ଗାନ୍ଧି ସାରଙ୍ଗଧର ଦାସଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ଆନ୍ଦୋଳନର ବାର୍ତ୍ତାବହ ଗଡଜାତ ଗାନ୍ଧି ସାରଙ୍ଗଧର ଦାସଙ୍କ ଜୟନ୍ତୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବା ଦିଗରେ ସାରଙ୍ଗଧର ଦାସଙ୍କ ପ୍ରୟାସ, ଓଡିଆ ସ୍ୱାଭିମାନ ତଥା ସମାଜର…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଗୋପାଳପୁର ନିର୍ବାଚନମଣ୍ଡଳୀ ବିଜେଡି ସଂଗ୍ରହ କଲା ୨୦୨ ୟୁନିଟ ରକ୍ତ

ଗୋପାଳପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମଦିନ ଅବସରରେ ଓଡ଼ିଶା ମୋ ପରିବାର ପକ୍ଷରୁ ଗୋପାଳପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଡ଼କୁଶସ୍ଥଳୀ ପଞ୍ଚାୟତ କାର୍ଯ୍ୟାଳୟରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସାମାଜିକ ସେବା କାର୍ଯ୍ୟକ୍ରମ ଆହ୍ବାନକ୍ରମେ…