Browsing Tag

Chief Minister Naveen Patnaik

ମନରେଗା ଶ୍ରମିକମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ସହାୟତା ଘୋଷଣା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- କୋଭିଡ ଯୋଗୁଁ ଆର୍ଥିକ ଭାବେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି । ଆଜି ମନରେଗା ଶ୍ରମିକଙ୍କ କଲ୍ୟାଣ ପାଇଁ ୩୫୨ କୋଟିର ସ୍ୱତନ୍ତ୍ର କୋଭିଡ ପ୍ୟାକେଜ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସଂଧ୍ୟାରେ…

ବୌଦ୍ଧରେ ଆର୍ଶିବାଦ ଯୋଜନା ନେଇ ସମୀକ୍ଷା, ୫୩୦ ଅନାଥ ଶିଶୁ ଚିହ୍ନଟ

ବୌଦ୍ଧ : ସରକାରଙ୍କ ଆର୍ଶୀବାଦ ଯୋଜନା ପାଇଁ ବ୍ୟାପକ ସଚେତନତା କରିବାକୁ ବୌଦ୍ଧ ଜିଲ୍ଲା ପ୍ରଶାସନ ଅଣ୍ଟା ଭିଡ଼ିଛି । ଗୁରୁବାର ଏନେଇ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲ୍ଲାପାଳ ଏନେଇ ସବୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇ ଏହି କାର୍ଯ୍ୟକ୍ରମକୁ ସଫଳ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।…

ଟୋକିଓରେ ପଦକ ଜିତିଲେ ଓଡିଶା କ୍ରୀଡାବିତଙ୍କୁ ଆର୍ଥିକ ପୁରସ୍କାର ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ସ୍ୱର୍ଣ୍ଣ…

ଭୁବନେଶ୍ୱର: ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକସ ରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଥଲେ ଓ ସେମାନଙ୍କୁ ଉତ୍ସାହିତ ମଧ୍ୟ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି…

ଆଜି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ରଥଯାତ୍ରାକୁ ଆଉ ମାତ୍ର ଦିନ କେଇଟା ରହିଲା । ରଥ ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ପର୍ଯ୍ୟାୟରେ ପହଂଚିଛି । କୋରୋନା ମହାମାରୀ ଯୋଗୁଁ ଏଥର ମଧ୍ୟ ରଥ ଯାତ୍ରା ବିନା ଭକ୍ତରେ ଆୟୋଜନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରଥଯାତ୍ରା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିବେ ।…

୬୪,୨୧୪ ଆଦିମ ଜନଜାତି ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୬୪,୨୧୪ଟି ଆପଦଗ୍ରସ୍ତ ଆଦିମ ଜନଜାତି ପରିବାରକୁ (PVTG) ୫୦୦୦ ଟଙ୍କା ଲେଖାଏଁ ‘ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ‘ ପ୍ରଦାନ କରିଛନ୍ତି । କୋଭିଡର ଦ୍ଵିତୀୟ ଲହରୀରେ ଏହି ଆଦିମ ଜନଜାତି ପରିବାର ମାନଙ୍କୁ ଆର୍ଥିକ…