Browsing Tag

Chief Minister Naveen Patnaik

ଦିଲୀପ କୁମାରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର- ଭାରତୀୟ ସିନେମାର ପ୍ରବାଦ ପୁରୁଷ ଦିଲୀପ କୁମାରଙ୍କ ଦେହାନ୍ତରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲୀପ କୁମାର ଭାରତୀୟ ସିନେମାର ଜଣେ କିମ୍ବଦନ୍ତୀ ଓ ମନୋରଂଜକ ଥିଲେ । ଭାରତୀୟ ସିନେପ୍ରେମୀମାନେ ତାଙ୍କୁ ଝୁରିବେ ବୋଲି ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ…

ଦୁଇଟି ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ବିଜୟ ଅମୃତ କୁଲାଙ୍ଗେଙ୍କ ‘ ଆଜିର ଦିନଟି ମୋର’ ଏବଂ ରବିପ୍ରିୟ ଦାଶଙ୍କ ‘ ଉର୍ବଶୀର ଗାଁ’  ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଦୁଇଟି ପୁସ୍ତକ ‘ ଆଜିର ଦିନଟି ମୋର’ ଏବଂ ‘ ଉର୍ବଶୀର ଗାଁ’ ଉନ୍ମୋଚନ କରିଛନ୍ତି । ପ୍ରଥମ ପୁସ୍ତକ ‘ଆଜିର ଦିନଟି ମୋର’…

ଭୁବନେଶ୍ୱର ଏମ୍ ସ୍ ପରିସରରେ ଅଗ୍ନିଶମ ସେବା କେନ୍ଦ୍ର କୁ ମୁଖ୍ୟମନ୍ତ୍ରୀ ଙ୍କ ମଞୁରୀ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ ସ୍ AIIMS ପରିସରରେ ଏଟ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି ।। ଏହି କେନ୍ଦ୍ର ରେ ଜଣେ station officer ଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ…

ନୂଆପଡ଼ାକୁ ମିଳିଲା ୧୬ ବିଶେଷଜ୍ଞ ଡାକ୍ତର, ସୀମାନ୍ତ ଜିଲ୍ଲାରେ ସୁଧୁରିବ ସ୍ବାସ୍ଥ୍ୟସେବା

ନୂଆପଡ଼ା : ସୀମାନ୍ତ ନୂଆପଡ଼ା ଜିଲ୍ଲାରେ ଦିର୍ଘ ବର୍ଷ ଧରି ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ଥ ହୋଇ ପଡିଥିଲା। ରାଜ୍ୟ ସରକାର ଜିଲ୍ଲାବାସୀଙ୍କୁ ଉନ୍ନତ ମାନର ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ୧୩ ଜଣ ଓ ଜିଲ୍ଲା ସ୍ବାସ୍ଥ୍ୟ ସମିତି ତରଫରୁ…