Browsing Tag

Chief Minister Naveen Patnaik

ଆନ୍ତର୍ଜାତିକ ଅଲିମ୍ପିକ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ଆଜି ହେଉଛି ଆନ୍ତର୍ଜାତିକ ଅଲିମ୍ପକ ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତର ମାନ ରଖିଥିବା ସବୁ ଅଲିମ୍ପିଆନଙ୍କୁ ସମ୍ମାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତା ଅଲିମ୍ପିକ କ୍ରୀଡା ପାଇଁ ଭାଗ ନେଉଥିବା ଭାରତର ସବୁ ଆଥଲେଟଙ୍କୁ…

ରାଜ୍ୟରେ ତ୍ବରାନ୍ବିତ ହେଉଛି କୋଭିଡ୍ ଟିକାକରଣ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀ ତଥା ଓଡ଼ିଶା ରାଜ୍ୟରୂପୀ ନିଜ ବିଶାଳ ପରିବାରର ସବୁ ସଦସ୍ୟଙ୍କୁ ମହାମାରୀ କବଳରୁ ନିରାପଦ ରଖିବା ପାଇଁ ଟିକାକରଣକୁ ସର୍ବାଧିକ ଗୁରୁତ୍ବ ଦେଇଆସିଛନ୍ତି। ସେଥିପାଇଁ ଟିକାକରଣ ସକାଶେ ଗ୍ଲୋବାଲ୍ ଟେଣ୍ଡର୍ ବ୍ୟବସ୍ଥା ମଧ୍ୟ ହୋଇଥିଲା। ସାନ୍ତ୍ବନାର ବିଷୟ…

ବୀରେନ୍ଦ୍ର ଲାକ୍ରା ଓ ଦୀପଗ୍ରେସ ଏକ୍କାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର- ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଦୀପଗ୍ରେସ ଏକ୍କାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତୀୟ ମହିଳା ଅଲିମ୍ପିକ୍‌ସ ହକି ଦଳର ଏକମାତ୍ର ଓଡିଆ ସଦସ୍ୟ ଦୀପଗ୍ରେସ ଏକ୍କାଙ୍କୁ ଉପଅଧିନାୟକ କରାଯାଇଛି । ସେହିପରି ବୀରେନ୍ଦ୍ର ଲାକ୍ରାଙ୍କୁ ମଧ୍ୟ ପୁରୁଷ…

ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଅଧିକ ଟିକାକରଣ, ଡାକ୍ତର,ନର୍ସ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର- ରାଜ୍ୟରେ ଗତକାଲି ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଅଧିକ ଟିକାକରଣ ହୋଇଛି । ଏଥିପାଇଁ ଟିକାକରଣରେ ନିୟୋଜିତ ସମସ୍ତ ଡାକ୍ତର, ନର୍ସ ଓ କର୍ମଚାରୀଙ୍କ ଉତ୍ସର୍ଗୀକୃତ ମନୋଭାବକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଟିକାକରଣ ଓ ମାସ୍କ ପରିଧାନ ନେଇ…

କୋଭିଡ ଟିକାକରଣରେ ମାଇଲଖୁଂଟ, ସ୍ୱାସ୍ଥ୍ୟକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର- କୋଭିଡ ଟିକାକରଣରେ ଆଉ ପାଦେ ଆଗେଇଛି ଓଡିଶା । ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଂଟ ହାସଲ କରିଛି ଓଡିଶା । ରାଜ୍ୟରେ ଏକ କୋଟିରୁ ଅଧିକ ଲୋକଙ୍କ ଟିକାକରଣ ହୋଇଛି । ଏଥିରେ ସ୍ୱାସ୍ଥ୍ୟକର୍ମୀ ଓ ସମ୍ମୁଖଭାଗ କୋରୋନା ଯୋଦ୍ଧା ମଧ୍ୟ ଅଛନ୍ତି । ଏଭଳି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ…

ବାପା , ମା ବା ପରିବାର ର ମୁଖ୍ୟ ଉପାର୍ଜନ କାରୀଙ୍କୁ ହରାଇଥିବା ଶିଶୁ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଯୋଜନା…

ଭୁବନେଶ୍ୱର: ଗତ ଅପ୍ରେଲ ପହିଲା ୨୦୨୦ ଦିନ ବା ତା ପରେ ଉଭୟ ବାପା, ମା ବା ପରିବାରର ମୁଖ୍ୟ ଉପାର୍ଜନ କାରୀ ଙ୍କୁ ହରାଇ ଥିବା ପିଲା ମାନଙ୍କ ଶିଷା ଦୀଷା ଭରଣପୋଷଣ ତଥା ଯତ୍ନ  ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ  ଯୋଜନା 'ଆଶୀର୍ବାଦ' ଘୋଷଣା କରିଛନ୍ତି । ଏହି ଯୋଜନା ପାଇଁ  ଯୋଗ୍ୟ…