Browsing Tag

Chief Minister Naveen Patnaik

ଆଜି ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ, ୫ଟି ଜିଲ୍ଲାରେ ବାତ୍ୟା ମୁକାବିଲା ସୁପରିଚାଳନା ପାଇଁ…

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ । ବାତ୍ୟା ୟଶ୍‌ର ମୁକାବିଲା ପ୍ରସ୍ତୁତି ସଂପର୍କରେ ସେ କହିପାରନ୍ତି ବୋଲି ଆଶା କରାଯାଉଛି । ଏଣେ ବାତ୍ୟା ଦ୍ୱାରା ସବୁଠାରୁ ଅଧିକ ପ୍ରଭାବିତ ହେବାକୁ ଥିବା ୫ଟି ଜିଲ୍ଲାର ମୁକାବିଲା…

ୟଶ ମୁକାବିଲା ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ କେନ୍ଦ୍ର ଗୃହ ମନ୍ତ୍ରୀ

ଭୁବନେଶ୍ୱର- ବାତ୍ୟା ୟଶର ମୁକାବିଲା ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ, ଏସଆରସି ଓ ଅନ୍ୟ ଅଧିକାରାମୀନେ ଏହି ଆଲୋଚନା ବେଳେ ଉପସ୍ଥିତ ରହିବେ । ବାତ୍ୟା ୟଶ ଅତି ଭୀଷଣ…

ମିଶନ ଜିରୋ କାଜୁଏଲଟି, ଆମେ ସଜାଗ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ୟାସର ମୁକାବିଲା ପାଇଁ ଏକ ବୈଠକରେ ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ବ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସବୁ…

ସମ୍ଭାବ୍ୟ ବାତ୍ୟା ୟସର ମୁକାବିଲା ପ୍ରସ୍ତୁତି ନେଇ ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟା ୟସ୍ ଦୃଷ୍ଟିରୁ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରାକ୍ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୟାସ୍ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ମୁଖ୍ୟ ସଚିବ, ଏସଆରସି ଓ ଅନ୍ୟ…

କ୍ୟାବିନେଟ ବୈଠକରେ କୋଭିଡ ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ସଂପର୍କିତ ସର୍ତ୍ତାବଳୀ ଅନୁମୋଦନ

ଭୁବନେଶ୍ୱର- ରାଜ୍ୟ କ୍ୟାବିନେଟ ବୈଠକରେ କୋଭିଡ ଟିକା ପାଇଁ ଡକାଯାଇଥିବା ଗ୍ଲୋବାଲ ଟେଣ୍ଡର ସଂପର୍କିତ ସର୍ତ୍ତାବଳୀ ଓ କାଗଜପତ୍ରକୁ ଅନୁମୋଦନ କରାଯାଇଛି । ଟିକା କଂପାନୀ ସହ ଗତ ୧୯ ତାରିଖରେ ପ୍ରିବିଡ୍ ଆଲୋଚନା ହୋଇଥିଲା ବୋଲି ବୈଠକ ପରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି…