Browsing Tag

Chief Minister Naveen Patnaik

ବାଲେଶ୍ବରବାସୀଙ୍କୁ ଦେଇଥିବା କଥା ରଖିଲେ ନବୀନ : ୧୫୫ କୋଟିର ବିଭିନ୍ନ ପ୍ରକଳ୍ପ ଘୋଷଣା

ଭୁବନେଶ୍ବର: ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ପର୍ଯ୍ୟାୟ ରେ ୧୫୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ବିକାଶ ସମ୍ପର୍କରେ ଦୁଇ ପର୍ଯ୍ଯାୟ ଉଚ୍ଚ ସ୍ତରୀୟ…

ବାଲେଶ୍ୱରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ସିଏସ ଓ ୫-ଟି ସଚିବ

ବାଲେଶ୍ୱର- ମୁଖ୍ୟ ଶାସନ ସଚିବ ସୁୁରେଶ ମହାପାତ୍ର ଓ ୫-ଟି ସଚିବ ଭି.କେ ପାଣ୍ଡିଆନ ବାଲେଶ୍ୱର ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିଛନ୍ତି । ଗସ୍ତ ଅବସରରେ ତାମୂଳିଆ କୁରୁଡା ଓଭର ବ୍ରିଜ୍ ଓ ରାସ୍ତା ଉନ୍ନତିକରମର ନେଇ ସମୀକ୍ଷା କରିଛନ୍ତି । ବସଷ୍ଟାଣ୍ଡ୍ ଉନ୍ନତିକରଣ ଓ…

କୋରୋନାକୁ ହରାଇବା ପାଇଁ ମାସ୍କ ପିନ୍ଧିବାକୁ ରାଜ୍ୟବାସୀଙ୍କୁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ରାଜ୍ୟରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ସମସ୍ତ ମାସ୍କ ବ୍ୟବହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍ କରିଛନ୍ତି । ନିଜେ ମାସ୍କ ପିନ୍ଧିବା ସହ ଅନ୍ୟମାନଙ୍କୁ ସର୍ବଦା ମାସ୍କ ବ୍ୟବହାର କରିବା ପାଇଁ ଟ୍ୱିଟ୍ କରି ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।…

କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର- ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଅନୁସୂଚିତ ଜାତି ଓ ଜନଜାତି, ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ,ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ,ସଂସଦୀୟ ବ୍ୟାପାର ଓ ଇସ୍ପାତ ଏବଂ ଖଣି ବିଭାଗ…

ଆହାର କେନ୍ଦ୍ର ସଫଳତାର ବଳ ପାଲଟିଛନ୍ତି ମିଶନଶକ୍ତିର ମହିଳା ଗୋଷ୍ଠି

ଭୁବନେଶ୍ଵର : ରାଜ୍ୟରେ ଥିବା ଆହାର କେନ୍ଦ୍ର ଗୁଡିକର ବଳ ପାଲଟିଛନ୍ତି ମିଶନ ଶକ୍ତିର ମହିଳା ଗୋଷ୍ଠି । ମହିଳା ଗୋଷ୍ଠିର ସଫଳ ପରିଚାଳନା ଓ ସହଯୋଗ ଲାଗି ସହରାଚଂଳର ଆହର କେନ୍ଦ୍ରଗୁଡିକ ଏବେ ସଫଳତାର ଗୋଟିଏ ପରେ ଗୋଟିଏ ପାହାଚ ଚଢିବାରେ ଲାଗିଛି । ମହିଳାମାନଙ୍କୁ ଆତ୍ମନିର୍ଭର ପାଇଁ ସବୁ…