Browsing Tag

Chief Minister Naveen Patnaik

ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ଉପରେ ଗୁରୁତ୍ୱ, ପଞ୍ଚମ ପାଳି ସରକାରର ଦ୍ୱିତୀୟ ବର୍ଷ ପୂତ୍ତି ପୂର୍ବରୁ…

ଭୁବନେଶ୍ୱର- କଥାରେ ନୁହେଁ , କାମରେ ବିଶ୍ୱାସ କରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ଦେଉଥିବା ପ୍ରତିଶ୍ରୁତି ପୂରଣ କରିବାରେ ତାଙ୍କ ସରକାର ବିଶ୍ୱାସ କରେ । ଆସନ୍ତାମାସ ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ପଂଚମ ପାଳିର ଦ୍ୱିତୀୟ ବର୍ଷ…

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ : କୋରୋନା ଯୁଦ୍ଧରେ ମାସ୍କ ହିଁ ରକ୍ଷା କବଚ, ୧୪ ଦିନ ଯାଏଁ ମାସ୍କ ଅଭିଯାନ

ଭୁବନେଶ୍ୱର- ରାଜ୍ୟରେ କୋରୋନା ସଂକ୍ରମଣ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି । ସେ କହିଛନ୍ତି ଯେ, ଦେଶର ବହୁ ରାଜ୍ୟରେ ଲକଡାଉନ, ସଟଡାଉନ,ନାଇଟ କର୍ଫ୍ୟୁ ଆରମ୍ଭ ହେଲାଣି । କିନ୍ତୁ ଆମେ ଯଦି କୋରୋନା ନିୟମ ମାନିବା, ତେବେ ବିନା ଲକଡାଉନରେ…

ସମଲେଇ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ସବୁ ବର୍ଗ ପାଇଁ ଆକର୍ଷଣୀୟ ଥଇଥାନ ପ୍ୟାକେଜ୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କରିଛନ୍ତି। ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କ ପାଇଁ ସଂପୂର୍ଣ୍ଣ ଥଇଥାନ ବ୍ୟବସ୍ଥା କରାଯାଇଛି। ପ୍ୟାକେଜକୁ ଅନୁମୋଦନ କରି…

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ରାଜ୍ୟରେ କୋରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଯାଇଛି । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । କୋରୋନା ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ଏକାଧିକ ସତର୍କତାମୂଳକ ପଦକ୍ଷେପ ନେଇସାରିଛନ୍ତି । ରାଜ୍ୟର କୋରୋନା ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଓଡିଶାକୁ ୧୦ ଦିନ ପାଇଁ ଆଗୁଆ ଟିକା ଯୋଗାଇବାକୁ ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- କୋରୋନା ପରିସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାକୁ ୧୦ ଦିନ ପାଇଁ ଆଗୁଆ ଟିକା ଦେବାକୁ ଦାବି କରିଛନ୍ତି । ୫ ଲକ୍ଷ ଟିକା ଦେବାକୁ ସେ ଦାବି କରିଛନ୍ତି । ଏହାଛଡା ଏସଡିଆରଏଫ୍ ପାଣ୍ଠିର ୫୦ ପ୍ରତିଶତ…

ଏଣିକି ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ଆର୍ଥିକ ବିକାଶରେ ଲଗାଇବେ ମିଶନ ଶକ୍ତି ମହାସଂଘ : ଦୁଇମାସ ମଧ୍ୟରେ ଏସବୁ…

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ମାନଙ୍କ ରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା ,ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦୁଇ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…