Browsing Tag

Chief Minister Naveen Patnaik

କୋଭିଡ ନିୟମ କଡାକଡି ଭାବେ ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ପଶ୍ଚିମ ଓଡିଶା ଗସ୍ତରେ ଯିବେ ସିଏସ ଓ ଏସିଏସ

ଭୁବନେଶ୍ୱର- ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କୋଭିଡ ନିୟମ କଡାକଡି ଭାବେ ପାଳନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ୧୦ ଦିନିଆ ପୋଲିସ ଅଭିଯାନ ଆରମ୍ଭ ହେବ । ନିୟମ ନ ମାନିଲେ ଅମାନିଆଙ୍କୁ ସାବାଡ୍ କରାଯିବ । କୋଭିଡ ନିୟମ…

ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା ପାଇଁ ଉଚ୍ଚସ୍ତରୀୟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ରାଜ୍ୟରେ କୋଭିଡ ସ୍ଥିତିରେ ସମୀକ୍ଷା ପାଇଁ ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ବସିବ । ଏଥିରେ ଉନ୍ନୟନ କମିଶନର ଓ ଅନେକ ବରିଷ୍ଠ ଅଧିକାରୀଙ୍କ ସମେତ ସବୁ ରାଜ୍ୟର ଜିଲ୍ଲାପାଳ ଉପସ୍ଥ୍‌ିତ ରହିବେ । ସୀମାବର୍ତ୍ତୀ ଅଂଚଳ ଓ ସହରାଂଚଳ…

ସ୍ୱର୍ଣ୍ଣ ପଦକ ବିଜେତା ବଡିବିଲଡର ରଶ୍ମୀରଂଜନ ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର- ଦଶମ ଫେଡେରେସନ କପ୍ ସିନିଅର ପୁରୁଷ ବଡିବିଲଡିଂ ଚାମ୍ପିଅନସିପରେ ୮୦ କିଲୋଗ୍ରାମ ବର୍ଗରେ ସ୍ୱର୍ଣ୍ଣପଦକ ହାସଲ କରିଛନ୍ତି ଓଡିଶାର ପ୍ରତିଯୋଗୀ ରଶ୍ମୀ ରଞ୍ଜନ ସାହୁ । ରଶ୍ମୀଙ୍କ ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ।…

ଗଂଜାମ ଜିଲ୍ଲାରେ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବ ଆସ୍କାରେ ନବନିର୍ମିତ ସେତୁ : ନବୀନ

ଭୁବନେଶ୍ବର: ଖୁସିର କଥା, ଆଜି ଆସ୍କାରେ ଏକ ଗୁରୁତ୍ବପୂର୍ଣ୍ଣ ସେତୁର ଉଦଘାଟନ କରାଗଲା । ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁକୁ ଭଙ୍ଗାଯାଇ ଏହାକୁ ନିର୍ମାଣ କରାଯାଇଛି । ଜିଲ୍ଲାର ବିଭିନ୍ନ ଅଞ୍ଚଳର ରାସ୍ତା ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ସଂଯୋଗ ଭାବେ କାର୍ଯ୍ୟ କରିବ । ଆସ୍କା, ଭଞ୍ଜନଗର,…

ଦୁଇ ଦିନିଆ ଓଡିଶା ଗସ୍ତରେ ଉପରାଷ୍ଟ୍ରପତି

ଭୁବନେଶ୍ୱର – ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁଙ୍କ ଦୁଇ ଦିନିଆ ଓଡିଶା ଗସ୍ତ ଆରମ୍ଭ ହୋଇଛି । ବିମାନବନ୍ଦରରେ ପହଂଚିଲା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ସ୍ୱାଗତ କରିଥିଲେ । ବିମାନବନ୍ଦରରୁ ସିଧାସଳଖ ରାଜଭବନ ଯାଇଛନ୍ତି…